Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସଂସଦରେ ଉଠିଲା ଉଷୁନା ଚାଉଳ ପ୍ରସଙ୍ଗ, ବଙ୍ଗୋପ ସାଗରରେ ଫୋପାଡିବା ପର୍ଯ୍ୟନ୍ତ କଥା ଗଲା, ଦେଖନ୍ତୁ

ଭୁବନେଶ୍ୱର: ସଂସଦରେ ଉଠିଲା ଉଷୁନା ଚାଉଳ ପ୍ରସଙ୍ଗ। ବିଜେଡି ସାଂସଦ ଉଠାଇଲେ ଏହି ପ୍ରସଙ୍ଗ। ରାଜ୍ୟର ବଳକା ଉଷୁନା ଚାଉଳ ଉଠାଉ ନାହିଁ ଏଫସିଆଇ। ଉଦେଶ୍ୟମୂଳକ ଭାବେ ବଳକା ଉଷୁନା ଚାଉଳ ଉଠାଯାଉନାହିଁ। ଏଥିଯୋଗୁ ରାଜ୍ୟର ବହୁଚାଷୀ ପ୍ରଭାବିତ ହେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ତୁରନ୍ତ ଉଷୁନା ଚାଉଳ ଉଠାଇବାକୁ ଦାବି କରିଛନ୍ତି ବିଜେଡି ସାଂସଦ। 10 ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ଉଠାଉ ନାହାନ୍ତି। 7ହଜାର କୋଟି ଟଙ୍କା ବକେୟା ରହିଛି।

ରାଜ୍ୟରେ ଉତ୍ପାଦିତ ଧାନର 95% ହେଉଛି ଉଷୁନା ଚାଉଳ | 21-22 ରେ 52ଲକ୍ଷ ମେଟ୍ରିକ ଟନର ଚାଉଳ ଉତ୍ପାଦନ ହେବ | ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ମିଶନ ଏବଂ ଓଡିଶାର ଆବଶ୍ୟକତା ହେଉଛି 30 ଲକ୍ଷ ମେଟ୍ରିକ ଟନ, ଏଫସିଆଇ ଚଳିତବର୍ଷ 5 ଲକ୍ଷ ଉଷୁନା ଏବଂ 2 ଲକ୍ଷ ମେଟ୍ରିକ ଟନ ଅରୁଆ ଚାଉଳ ନେବ ବୋଲି ଲକ୍ଷ ରଖିଛି | ତେଣୁ ବଳକା ପଡୁଛି 15 ଲକ୍ଷ ମେଟ୍ରିକ ଟନ ବଳକା ପଡୁଛି। ଯଦି ଉଷୁନା ଚାଉଳ ନ ଉଠାଯାଏ, ତେବେ ସେହି ଚାଉଳକୁ ବଙ୍ଗୋପସାଗରରେ ଫୋପାଡ଼ି ଦେବେ ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସାଂସଦ….

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...