Connect with us

Hi, what are you looking for?

Uncategorized

ଆସିଲା ବଜେଟ, ଦେଖନ୍ତୁ କଣ ଶସ୍ତା, କଣ ମହଙ୍ଗା

ଭୁବନେଶ୍ୱର: ବଜେଟ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିତରାମଣ। ଦେଖନ୍ତୁ କଣ ଶସ୍ତା ଆଉ କଣ ମହଙ୍ଗା

ଶସ୍ତା : –
ଶସ୍ତା ହେଲା କପଡ଼ା ଓ ଚମଡ଼ା ସାମଗ୍ରୀ
ଶସ୍ତା ହେଲା ବିଦେଶରୁ ଆସୁଥିବା ମେସିନ୍
କୃଷି ଉପକରଣ ଶସ୍ତା
ମୋବାଇଲ ଫୋନ, ଚାର୍ଜର ଶସ୍ତା
ପଲିସ ହିରା ଉପରେ ଆମଦାନୀ ଶୁଳ୍କ ୫% କୁ ହ୍ରାସ
କପଡ଼ା, ଚମଡ଼ା ସାମଗ୍ରୀ, ଫୋନ୍‌ ଚାର୍ଜର, ଇମିଟେସନ୍ ଗହଣା ଶସ୍ତା ହେବ ।
କଟା ଓ ପଲିସ ହୀରା, ମୋତି ଉପରେ ସୀମା ଶୁଳ୍କ ୫ ପ୍ରତିଶତ ହ୍ରାସ କରାଯାଇଛି ।
ସେହିପରି ଟ୍ରାନ୍ସଫର୍ମର ସାମଗ୍ରୀ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ,
ବିଦେଶରୁ ଆମଦାନୀ ମେସିନ୍‌, ଷ୍ଟିଲ୍ ଓ କୃଷି ସାମଗ୍ରୀ ବି ଶସ୍ତା ହେବ ।

ମହଙ୍ଗା

ଛତା

ଏଲ ଇ ଡି ଲାଇଟ

ଅନ ଲାଇନରେ ସାମଗ୍ରୀ ମଗାଇବା

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...