Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚନ୍ଦ୍ରଭାଗରେ ବୁଡ଼ ପକାଇବାର ଉପରେ ଲାଗିଲା କଟକଣା

ପୁରୀ: ଚନ୍ଦ୍ରଭାଗରେ ବୁଡ଼ ମନା।   କରୋନା କଟକଣାକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ପ୍ରବେଶ ଉପରେ ରୋକ ଲଗାଯାଇଛି।

ଆସନ୍ତା ୬ ତାରିଖ ଅପରାହ୍ନ ୪ ଘଟିକା ଠାରୁ ୭ ତାରିଖ ସକାଳ ୯ ଘଟିକା ତଥା ନୀତିକାନ୍ତି ସମ୍ପର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଚନ୍ଦ୍ରଭାଗାରେ ବୁଡ ପକାଇବା ନିମନ୍ତେ ଭିଡ ହେବା ସହ ସାମାଜିକ ଦୂରତ୍ୱ ରକ୍ଷା ନିୟମ ଉଲଂଘନ ଏବଂ କରୋନା ବ୍ୟାପିବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ନୀତିକାନ୍ତି ସହ ଜଡିତ ସେବାୟତ, ଦାୟିତ୍ବରେ ଥିବା ସରକାରୀ ଅଧିକାରୀ, ସ୍ଥାନୀୟ ଗଣାମଧ୍ୟମ ପ୍ରତିନିଧି ଏବଂ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ପ୍ରବେଶ ପାଇଁ ଅନୁମତି ରହିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...