Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚନ୍ଦ୍ରଭାଗରେ ବୁଡ଼ ପକାଇବାର ଉପରେ ଲାଗିଲା କଟକଣା

ପୁରୀ: ଚନ୍ଦ୍ରଭାଗରେ ବୁଡ଼ ମନା।   କରୋନା କଟକଣାକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ପ୍ରବେଶ ଉପରେ ରୋକ ଲଗାଯାଇଛି।

ଆସନ୍ତା ୬ ତାରିଖ ଅପରାହ୍ନ ୪ ଘଟିକା ଠାରୁ ୭ ତାରିଖ ସକାଳ ୯ ଘଟିକା ତଥା ନୀତିକାନ୍ତି ସମ୍ପର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଚନ୍ଦ୍ରଭାଗାରେ ବୁଡ ପକାଇବା ନିମନ୍ତେ ଭିଡ ହେବା ସହ ସାମାଜିକ ଦୂରତ୍ୱ ରକ୍ଷା ନିୟମ ଉଲଂଘନ ଏବଂ କରୋନା ବ୍ୟାପିବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ନୀତିକାନ୍ତି ସହ ଜଡିତ ସେବାୟତ, ଦାୟିତ୍ବରେ ଥିବା ସରକାରୀ ଅଧିକାରୀ, ସ୍ଥାନୀୟ ଗଣାମଧ୍ୟମ ପ୍ରତିନିଧି ଏବଂ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ପ୍ରବେଶ ପାଇଁ ଅନୁମତି ରହିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।...