Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୩ ବର୍ଷରେ ନିର୍ମାଣ ହେବ 1280 ଚେକ ଡ୍ୟାମ

ଭୁବନେଶ୍ୱର: ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ 15 ହଜାର 867 ଚେକଡ୍ୟାମ ନିର୍ମାଣ ଲାଗି ସରକାର ପ୍ରସ୍ତାଵ ରଖିଛନ୍ତି । ସେଥି ମଧ୍ୟରୁ 3 ବର୍ଷ ମଧ୍ୟରେ ଅର୍ଥାତ 2025 ସୁଦ୍ଧା 1280 ନୂଆ ଚେକଡ୍ୟାମ ନିର୍ମାଣ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି । ଏଥିପାଇଁ 8 ସହ 11 କୋଟି 45 ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରାଯାଇଛି । ବିଧାନସଭାର ପ୍ରଶ୍ନକାଳ ଆଲୋଚନା ସମୟରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ ସୂଚନା ଦେଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like