Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁରସ୍କାରରୁ ବଦଳିବ ନାହିଁ ବିଜୁ ବାବୁଙ୍କ ନାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି, ତାହା ପରିବର୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ନାହିଁ କି ମୋ ପାଖରେ ଖବର ନାହିଁ। ମୋ ସରକାର ବରପୁତ୍ରମାନଙ୍କୁ ସମ୍ମାନ ଦିଅନ୍ତି। ବିଜୁ ବାବୁଙ୍କ ଅବଦାନ ଅତୁଳନୀୟ।. ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ଯେମିତି ଚାଲିଥିଲା, ସେମିତି ଚାଲିବ ବୋଲି ଆଜି ଲୋକସେବା ଭବନରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...