Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାକ୍ଷୀ ପୁର୍ଣ୍ଣିମାରେ ନବୀନ ନିବାସ ମନା

ଭୁବନେଶ୍ୱର:ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି . କୋଭିଡ କୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦ ରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ, ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସ କୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ଅନୁରୋଧ କରିଛନ୍ତି.

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...