Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମ୍ୟାପିଂ ଟେକ୍ନୋଲୋଜି ସହାୟତାରେ ନିର୍ବାଚନ ମନିଟରିଂ କଲା କମିଶନରରେଟ ପୋଲିସ

ଭୁବନେଶ୍ୱର: ରାଜ୍ୟରେ ପୌର ନିର୍ବଚନ ପାଇଁ ଚାଲିଛି ଭୋଟ ଗ୍ରହଣ। ବେଶ୍‌ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି । ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ  ଭୋଟ୍ ଗ୍ରହଣ ହେଉଛି ।

ତେବେ ପୌର ନିର୍ବାଚନ ପାଇଁ ଡିସିପି ଅଫିସରେ ଡିଜିଟାଲ କଣ୍ଟ୍ରୋଲ ରୁମର ବ୍ୟବସ୍ଥା କରାଯାଇଛି । ଓଡିଶା ସ୍ପେସ ରିସର୍ଚ୍ଚ ଆପ୍ଲିକେସନ ସହାୟତାରେ ମ୍ୟାପିଂ ଟେକ୍ନୋଲୋଜି ବ୍ୟବହାର କରାଯାଇ ନିର୍ବାଚନର ମନିଟରିଂ କରୁଛି ପୋଲିସ । ଏହାସହ ବୁଥରେ ମୁତୟନ ହୋଇଥିବା ପୋଲିସ ଅଧିକାରିଙ୍କ ଗତିବିଧି ଉପରେ ମଧ୍ୟ ନଜର ରଖାଯାଇଛି । ବୁଥରେ ଥିବା ପୋଲିସ କର୍ମଚାରୀ ମାନଙ୍କ ଲୋକେସନ ସ୍ପଷ୍ଟ ଜାଣି ହେଉଛି । ଏହା ସହ ଆପ ମାଧ୍ୟମରେ  ବୁଥ ଗୁଡିକର ସ୍ଥିତି କେମିତି ଅଛି ତାହା ମଧ୍ୟ  ପୋଲିସ ଜଣି ପାରୁଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...