Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଦ୍ରୌପଦୀଙ୍କୁ ଭୋଟ ଦେଇଥିବା ସୁଚନା ଦେଇଛନ୍ତି। ନିଜେ ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଦ୍ରୌପଦୀଙ୍କୁ ଭୋଟ ଦେବା ପରେ ବିଧାୟକ ମୋକିମଙ୍କ ପ୍ରତିକ୍ରିୟା- ମାଟିର ଝିଅଙ୍କୁ ଭୋଟ ଦେଲି। ମୋ ବିବେକ ହିସାବରେ ଭୋଟ ଦେଇଛି। ଓଡ଼ିଆ ହିସାବରେ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...