Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କରୋନା: ପୁଣି ଭୁବନେଶ୍ୱରରେ ୬ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି

ଭୁବନେଶ୍ୱର: ଦିନ କୁ ଦିନ ରକେଟ ବେଗରେ ମାଡି ଚାଲିଛି କରୋନା। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୬୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ୫୭୪ଜଣ ପେଜେଟିଭ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଡୁମଡୁମା , ବରମୁଣ୍ଡା, ଲକ୍ଷ୍ମୀସାଗର ଏବଂ ଜାଗମରା ଆଂଚଳରୁ ସର୍ବାଧିକ ପିଜେଟିଭ ଚିହ୍ନଟ ହୋଇଛନ୍ତି। ସେଥିପାଇଁ ବିଏମସି ପକ୍ଷରୁ ଆଜି 6 ଟି ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସେଗୁଡିକ ହେଲା

MICRO CONTAINMENT ZONE DT.09.01.2022 SOUTH-WEST ZONE,BMC
1.FLAT NO.410,TRIDENT GALAXY,KALINGA NAGAR,WARD-23
2.PLOT NO.125,VIP COLONY,NAYAPALLY,WARD-15-
3.CRPF CAMPUS,TRAINING CENTRE,CRP,WARD NO.15
4.PLOT NO.258,BDA DUPLEX,BARAMUNDA,WARD NO.50
5.PLOT NO.49,MIG-11,POKHARIPUT,WARD NO.62-
6.PLOT NO.1734/3485,LANE-L6,JAGAMOHAN NAGAR,WARD NO.63

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...