Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମିଳିଲା ଆଶ୍ବସ୍ଥି, ଶୀର୍ଷରୁ ଖସିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ଖସିଲା କରୋନା ସଂକ୍ରମଣ। ମିଳିଲା ଅଶ୍ବସ୍ଥି। ଲଗାତାର ଭାବେ ୪ ଦିନ ଧରି କରୋନା ସଂକ୍ରମଣ କମିବାରେ ଲାଗିଛି। ଆଜି ୮୫୨୦ ଜଣ ପିଜେଟିଭ ଚିହ୍ନଟ ହୋଇଛନ୍ତି।। ଜନୂଆରୀ 19 ତାରିଖ ଦିନ କ ରୋନା ଶୀର୍ଷକୁ ଚୁଇଥିଲା । ତା ପର ଦିନଠୁ କରୋନ ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଜନୂଆରୀ ୨୦ ତାରିଖରେ ୧୦୩୬୮, ଜାନୁୟାରୀ ୨୧ତାରିଖରେ ୯୮୩୩, ଜାନୁୟାରୀ ୨୨ ତାରିଖ ଅର୍ଥାତ ଗତ କାଲି ୮୮୪୫ ଜଣ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଏ ଟ୍ରେଣ୍ଡକୁ ଦେଖିଲେ କ ରୋନା ସଂକ୍ରମଣ କମିବାରେ ଲାଗିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...