Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଫେବୃୟାରୀ ମାସ ପାଇଁ ସରକାର ଜାରି କଲେ କରୋନା କଟକଣା

ଭୁବନେଶ୍ୱର: ଫେବୃଆରୀ ମାସ ପାଇଁ ରାଜ୍ୟ ସରକାର ଜାରି କଲେ କଟକଣା ।ଏହି ଆଜି ଜାରି କରିଛନ୍ତି ସ୍ପତନ୍ତ୍ର ରିଲିଫ୍‌ କମିଶନର । କମି ନାଇଟ କାର୍ଫୁ ଅବଧି। ଦେଖନ୍ତୁ ….

  • ଏଣିକି ସହରାଞ୍ଚଳରେ ରାତି ୯ ଟା ନୁହେଁ ୧୦ଟାରୁ ଭୋର ୫ଟା ଯାଏଁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ ।
  • କୋଭିଡ୍‌ କଟକଣା ସହିତ ସରସ୍ବତୀ ପୂଜାକୁ ଅନୁମତି ଦିଆଯାଇଛି ।
  • * ଶିକ୍ଷାନୁଷ୍ଠାନ ଗୁଡିକରେ କୋଭିଡ୍‌ ଗାଇଡଲାଇନ୍‌କୁ ପାଳନ କରି ଛାତ୍ରଛାତ୍ରୀମାନେ ସରସ୍ବତୀ ପୂଜା କରିପାରିବେ । କିନ୍ତୁ ସର୍ବସାଧାରଣ ସ୍ଥାନରେ ସରସ୍ବତୀ ପୂଜାକୁ ଅନୁମତି ଦିଆଯାଇ ନାହିଁ ।
  • * ମାଘ ସପ୍ତମୀ ଏବଂ ମାଘ ପୂର୍ଣ୍ଣିମାକୁ ଅନୁମତି ଦିଆଯାଇଛି ।
  • * ରାଜ୍ୟରେ ଦୋକାନ ବଜାର, ମଲ୍‌, ଶପିଂ କମ୍ପେକ୍ସ, ହାଟ, ସିନେମା ହଲ୍‌, ସ୍ବିମିଂ ପୁଲ୍‌, ଏଣ୍ଟରଟେନ୍‌ମେଣ୍ଟ କମ୍ପଲେକ୍ସ, ଥିଏଟର୍‌, ଅଡିଟୋରିୟମ ଭୋର ୫ଟାରୁ ରାତି ୧୦ଟା ଯାଏଁ ଖୋଲା ରହିବ ।
  • * ରାତ୍ରୀ କାଳୀନ କର୍ଫ୍ୟୁ ବେଳେ ଜାନୁଆରୀ ମାସରେ ଜାରି କରାଯାଇଥିବା ନିୟମାବଳୀ ଫେବୃଆରୀ ମାସରେ ମଧ୍ୟ ଲାଗୁହେବ । ଖାଦ୍ୟ ହୋମ୍‌ ଡେଲିଭରୀ, ଗ୍ରୋସରୀ, ପନିପରିବା, ମାଛ, ମାଂସ, ଅଣ୍ଡା କ୍ଷୀର ଏବଂ ଅନ୍ୟାନ୍ୟ ଜରୁରୀକାଳୀନ ସେବା ଜାରି ରହିବ । ସ୍ବିଗି, ଜୋମାଟୋ, ଓମ୍‌ଫେଡ୍‌, ଚିଲିକା ଫ୍ରେସ୍‌ ଖୋଲା ରହିବ ।
  • * କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରାଯାଇ ଧର୍ମାନୁଷ୍ଠାନ ଖୋଲା ରହିବ । ଭିଡ ନିୟନ୍ତ୍ରଣ କରିବ ଜିଲ୍ଲା ପ୍ରଶାସନ । ଅଧିକ ଭିଡ ହେଲେ ଜିଲ୍ଲା ପ୍ରଶାସନ କଟକଣା ଲାଗୁ କରିପାରିବେ ।
  • * ଶତ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ୍ । ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ରେ କଡା କଡି ପାଳନ ହେବ କୋଭିଡ୍‌ ଗାଇଡଲାଇନ୍‌ । ଭର୍ଚୁଆଲ ମିଟିଂ ଏବଂ ଟ୍ରେନିଂ ଉପରେ ଗୁରୁତ୍ବ ଦେବାକୁ ଅପିଲ୍‌ କରିଛନ୍ତି ରାଜ୍ୟ ସରକାର ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...