Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ତିନି ଦିନରେ ଟ୍ରିପଲ, ଆଜି ୧୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ସାବଧାନ ।ତିନି ଦିନରେ ଟ୍ରିପଲ ହେଲା କ ରୋନା ଆକ୍ରାନ୍ତ ଙ୍କ ସଂଖ୍ୟା। ଆଜି 68 878 ଜଣଙ୍କର ଟେଷ୍ଟ ହୋଇଥିବାବେଳେ 1216 ଜଣ କ ରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ କାଲି 680 ଜଣ ଚିହ୍ନଟ ହୋଇଥିଲେ। କେବଳ ଖୋର୍ଦ୍ଧା ରୁ 416 ଜଣ ଚିହ୍ନଟ ହୋଇଛନ୍ତି। ଏହି ସଂଖ୍ୟା ଆହୁରି ବଢିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ।

ଓଡ଼ିଶାରେ ଯେପରି ବଢୁଛି ପୂର୍ବରୁ ବି ଅନ୍ୟ ରାଜ୍ୟରେ ଏପରି ସଂକ୍ରମଣ ବଢ଼ୁଥିଲା। ବର୍ତ୍ତମାନ ଟ୍ରାନ୍ସମିସନ ହାର ଅଧିକ ରହୁଛି। ବର୍ତ୍ତମାନ ଯେପରି ସଂକ୍ରମଣ ବଢୁଛି ଦିଲ୍ଲୀପରି ବଢିବ ବୋଲି ଆଶଙ୍କା ରହିବା ଆବଶ୍ୟକ। ପଜିଟିଭିଟି ହାର ୧ ପ୍ରତିଶତ ଉପରକୁ ଗଲାଣି। ଟ୍ରାନ୍ସମିସନ ଚେନ ବ୍ରେକ ପାଇଁ ଉଦ୍ୟମ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ଚିକିତ୍ସା ଭିତ୍ତିଭୂମି ବଢ଼ାଯିବ । ଔଷଧ,ଅକ୍ସିଜେନ ଭିତ୍ତିଭୂମି ସଜାଡ଼ିବା ପାଇଁ ପ୍ରସ୍ତୁତ ହେଉଛି। 3 T ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛି ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ଭିତ୍ତିଭୂମି ବଢାଇବା ସହ ଟେଷ୍ଟ,ଟ୍ରାକ ଟୀକାକରଣ କୁ ଗୁରୁତ୍ୱ ଦିଆଯାଉଛି। ସଂକ୍ରମଣ ରୋକିବା ପାଇଁ ଭିଡ଼ ଏଡ଼ାଇବା ସହ ମାସ୍କ ପିନ୍ଧିବା ଜରୁରୀ। ୬୦-୭୦ ହଜାର ଟେଷ୍ଟ କରାଯାଉଛି। ବର୍ତ୍ତମାନ କମ୍ୟୁନିଟି ଟ୍ରାନ୍ସ ମିଶନ ଚାଲିଛି। ବିଭାଗ ସରକାର ପ୍ରୟାସ ଜାରି ରଖିଛନ୍ତି। ଲୋକ ନିୟମ ମାନନ୍ତୁ। ଦିତୀୟ ଲହର ପିକ ସମୟରେ ଯେତିକି ବେଡ଼ ଓ ଭିତ୍ତିଭୂମି ଥିଲା ସେହି ଅନୁସାରେ ସମସ୍ତ ପ୍ରାଇଭେଟ ଓ ସରକାରୀ ହସ୍ପିଟାଲରେ ପ୍ରସ୍ତୁତି କରୁଛୁ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...