Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୦୦ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇଲା କରୋନା ସଂକ୍ରମଣ । ଗୋଟିଏ ଦିନରେ ୧୦୦ ବଢିଲା। ଗତ ୨୪ ଘଣ୍ଟାରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଗତ କାଲି କରୋନା ଆକ୍ରନ୍ତଙ୍କ ସଂଖ୍ୟା ଥିଲା 298। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୯୬୨ଜଣ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ 61ହଜାର 652 ଜଣଙ୍କର କ ରୋ ନା ଟେଷ୍ଟ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୨୫୬୪୬୨୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...