Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମକରରେ ଲାଗିଲା କରୋନା କଟକଣା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଦେଖି ସରକାର କଟକଣା ବଢ଼େଇବାରେ ଲାଗିଛନ୍ତି । ମକର ସଂକ୍ରାନ୍ତି ଓ ପୋଙ୍ଗଲରେ ଲାଗିଲା କଟକଣା। ଏ ନେଇ ଆଜି ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି ।

ଗାଇଡ୍ ଲାଇନ୍ ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସଂକ୍ରାନ୍ତି ଓ ପୋଙ୍ଗଲରେ ଜଳାଶୟରେ ଏକାଠି ହେବେନି ଶ୍ରଦ୍ଧାଳୁ । ନଦୀ କୂଳ, ପୋଖରୀ ଘାଟରେ ଏକାଠି ହେବାକୁ ବାରଣ କରାଯାଇଛି । ଜଳାଶୟରେ ବୁଡ ପକାଇବାକୁ ଶ୍ରଦ୍ଧାଳୁଙ୍କୁ ମନା କରାଯାଇଛି ।

ମକର ସଂକ୍ରାନ୍ତି ଓ ପୋଙ୍ଗଲ ଅବସରରେ ମନ୍ଦିରରେ କେବଳ ରୀତିନୀତି ଅନୁଷ୍ଠିତ ହେବ ।  ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...