Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭୁଶୁଡ଼ିଲା ଛାତ୍ର ବଜାର ପୋଲ, ୩ ଜଣ ଉଦ୍ଧାର

କଟକ:  ଭୁଶୁଡ଼ିଲା ଛାତ୍ରବଜାର ପୋଲ।   ଭୁଷୁଡ଼ିଥିବା ପୋଲ ତଳେ କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି। ପୋଲ ତଳେ କେନାଲ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ସମୟରେ  ପୋଲ ଭୁଶୁଡ଼ିପଡିଥିଲା। ସେଠାରେ ପୋଲିସ ଓ ଉଦ୍ଧାର କାରୀ ଦଳ ପହଞ୍ଚିଛନ୍ତି । ଘଟଣା ସ୍ଥଳରେ କଟକ ପୋଲିସ ଡିସିପି ଓ ମେଡ଼ିକାଲ ଟିମ ପହଞ୍ଚିଛନ୍ତି । ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମାଟି ତଳୁ  3ଜଣ ଶ୍ରମିକଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି  କରାଯାଇଛି। ମାଟି ଅତଡ଼ା ଖସିବାରୁ ଏପରି ଅଘଟଣ ଘଟିଛି ବୋଲି ସ୍ଥାନୀୟ ଲୋକ ପ୍ରକାଶ କରିଛନ୍ତି ।

ଘଟଣା ସ୍ଥଳରେ ଜିଲ୍ଲାପାଳ ଏବଂ କମିଶନର ପହଞ୍ଚି ତଦାରଖ କରିଛନ୍ତି। ଜିଲ୍ଲାପାଳ କହିଛନ୍ତି  ଘଟଣାର ତଦନ୍ତ କରାଯିବ। ଯିଏ ଦୋଷୀ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। କମିଶନର କହିଛନ୍ତି ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ପ୍ରଥମ ଏହା କାର୍ଯ୍ୟ ସରିବା ପରେ  କାହିଁକି ଏ ଘଟଣା ଘଟିଲା ତାର ତଦନ୍ତ କରାଯିବ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...