Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମହାକାଳପଡ଼ା ମାଆ ତାରିଣୀ କଲେଜରେ ନିର୍ବାଚନୀ ସଭା କରିବା ପଡିଲା ମହଙ୍ଗା, ସସପେଣ୍ଡ ହେଲେ ଅଧକ୍ଷ ଓ ସାଲେପୁର ଏସଡିପିଓ

ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନଭୁବନେଶ୍ୱର: ମହାକାଳପଡ଼ା ମାଆ ତାରିଣୀ କଲେଜରେ ନିର୍ବାଚନୀ ସଭା କରିବା ପଡିଲା ମହଙ୍ଗା। ଆଚରଣ ବିଧି ଉଲ୍ଲଂଘନ ହୋଇଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ କମିଶନ ସୁପାରିଶ କଲେ। ଅଧ୍ୟକ୍ଷ ବିକାଶ ଚନ୍ଦ୍ର ଦାଶଙ୍କୁ ନିଲମ୍ବନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖାଯାଇଛି। ଆଜି ସାନ୍ଧ୍ୟ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଜଣାଇବାକୁ ନିର୍ଦ୍ଦେଶ।
ସେହିପରି ସାଲେପୁର SDPO ପ୍ରଶାନ୍ତ ମାଝୀଙ୍କୁ ନିଲମ୍ବନ କରିବାକୁ DGPଙ୍କୁ ଚିଠି ଲେଖାଯାଇଛି। ତୁରନ୍ତ ମୁଖ୍ୟାଳୟରେ ଅବସ୍ଥାପିତ କରିବାକୁ କୁହାଯାଇଛି। କଲେଜ ଅଧକ୍ଷଙ୍କ ନାଁରେ IPC ସେକ୍ସନ 188 ଆଧାରରେ FIR ରୁଜୁ ପାଇଁ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନ

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...