Connect with us

Hi, what are you looking for?

ଅପରାଧ

ନାଇଜରରେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ନାଇଜରରେ ଛାତ୍ରୀଙ୍କ ଆତ୍ମହତ୍ୟା । କ୍ୟାମ୍ପସ ଛାତରୁ ଡେଇଁ ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ ଛାତ୍ରୀ ଜଣଙ୍କ ହେଲେ ଛତିଶଗଡ଼ର ପୂଜା ଜେଠଓ୍ୱାନୀ । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମିଳିଥିବା ସୂଚନା ଅନୁଯାୟୀ, ପୂଜା ଛତିଶଗଡ଼ରୁ ଆସି ଜଟଣୀ ସ୍ଥିତ ନାଇଜରରେ ରହି ପାଠ ପଢୁଥିଲେ । ସେ ଫିଜିକ୍ସରେ ପିଏଚ୍‌ଡିର ୫ମ ବର୍ଷର ଛାତ୍ରୀ ଥିଲେ । ହଠାତ୍‌ ସୋମବାର ଦିନ ସେ କ୍ୟାମ୍ପସ୍‌ ଭିତରେ ଥିବା ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର ଖବର ପାଇ ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ଛାତ୍ରୀଙ୍କ ନିକଟରୁ ଏକ ଡାଏରୀ ଜବତ ହୋଇଥିବାର ସୂଚନା ମିଳିଛି ।

ତେବେ କେଉଁ ପରିସ୍ଥିତିରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ? ଆତ୍ମହତ୍ୟା ପଛର କାରଣ କଣ ?  ଏ ନେଇ ତଦନ୍ତ କରୁଛି ଜଟଣୀ ଥାନା ପୋଲିସ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...