Connect with us

Hi, what are you looking for?

ଅପରାଧ

ନାଇଜରରେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ନାଇଜରରେ ଛାତ୍ରୀଙ୍କ ଆତ୍ମହତ୍ୟା । କ୍ୟାମ୍ପସ ଛାତରୁ ଡେଇଁ ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ ଛାତ୍ରୀ ଜଣଙ୍କ ହେଲେ ଛତିଶଗଡ଼ର ପୂଜା ଜେଠଓ୍ୱାନୀ । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମିଳିଥିବା ସୂଚନା ଅନୁଯାୟୀ, ପୂଜା ଛତିଶଗଡ଼ରୁ ଆସି ଜଟଣୀ ସ୍ଥିତ ନାଇଜରରେ ରହି ପାଠ ପଢୁଥିଲେ । ସେ ଫିଜିକ୍ସରେ ପିଏଚ୍‌ଡିର ୫ମ ବର୍ଷର ଛାତ୍ରୀ ଥିଲେ । ହଠାତ୍‌ ସୋମବାର ଦିନ ସେ କ୍ୟାମ୍ପସ୍‌ ଭିତରେ ଥିବା ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର ଖବର ପାଇ ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ଛାତ୍ରୀଙ୍କ ନିକଟରୁ ଏକ ଡାଏରୀ ଜବତ ହୋଇଥିବାର ସୂଚନା ମିଳିଛି ।

ତେବେ କେଉଁ ପରିସ୍ଥିତିରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ? ଆତ୍ମହତ୍ୟା ପଛର କାରଣ କଣ ?  ଏ ନେଇ ତଦନ୍ତ କରୁଛି ଜଟଣୀ ଥାନା ପୋଲିସ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...