Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର:
-ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ନିର୍ଦ୍ଦେଶ
-ବଢୁଥିବା ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ନିର୍ଦ୍ଦେଶ

-ବଢୁଥିବା ଖରାକୁ ନେଇ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି
-ଆଗାମୀ ୪/୫ ଦିନ କିଛି ଜିଲ୍ଲାରେ ତାତି ବଢ଼ିବାକୁ ଥିବାରୁ ଚିଠି କଲେ
-ଖରା ଏବଂ ଆର୍ଦ୍ରତା ବଢ଼ିବାକୁ ଥିବାରୁ ପଦକ୍ଷେପ ନେବାକୁ କହିଲେ
-ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଲେ SRC

-ସମ୍ଭାବ୍ୟ ତାତିରୁ ସୁରକ୍ଷିତ ରହିବାକୁ ସତର୍କ କଲେ SRC
-ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନରେ ପାନୀୟ ଜଳ ବ୍ୟବସ୍ଥା ନିର୍ଦ୍ଦେଶ
-କେବଳ ସକାଳ ବେଳା ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ -ଖରାକୁ ଦେଖି ସ୍କୁଲ ଟାଇମିଂ ପୁନଃ ନିର୍ଦ୍ଧାରଣ କରିବାକୁ କହିଲେ
-ବସ୍ ଟାଇମିଂ ପରିବର୍ତ୍ତନ, ବସ୍‌ରେ ପିଇବା ପାଣି ରଖିବାକୁ ନିର୍ଦ୍ଦେଶ

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...