Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ନୂଆ ବର୍ଷରେ ଆଇଏଏସ୍‍ ସ୍ତରରେ ବଡ ଧରଣର ଅଦଳ ବଦଳ
* ୧୯୮୭ ବ୍ୟାଚ୍‍ ଆଇଏଏସ୍‍ ରାଜ କିଶୋର ଶର୍ମାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ
* ୧୯୯୦ ବ୍ୟାଚ୍‍ ଆଇଏଏସ୍‍ ଅଫିସର ସଞ୍ଜୀବ ଚୋପ୍ରା ହେଲେ କୃଷି ଉତ୍ପାଦନ କମିଶନର
ଶ୍ରୀ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱ
* ୧୯୯୧ ବ୍ୟାଚ୍‍ ଆଇଏଏସ୍‍ ମଧୁସୂଦନ ପାଢୀଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦାୟିତ୍ୱ
* ୧୯୯୧ ବ୍ୟାଚ୍‍ ଆଇଏଏସ୍‍ ସତ୍ୟବ୍ରତ ସାହୁ ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରମୁଖ ସଚିବ
* ୧୯୯୪ ବ୍ୟାଚ୍‍ ଆଇଏଏସ୍‍ ରଞ୍ଜନା ଚୋପ୍ରାଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ଦାୟିତ୍ୱ
* ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ଅଧ୍ୟକ୍ଷ ଦାୟିତ୍ୱ
* ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ବିଷ୍ଣୁପଦ ସେଠୀ ହେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ
ଶ୍ରୀ ସେଠୀଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱ
* ୧୯୯୮ ବ୍ୟାଚ୍‍ ଆଇଏଏସ୍‍ ସୁରେଶ କୁମାର ବଶିଷ୍ଟଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସ୍‍ଡି ଭାବେ ନିଯୁକ୍ତି
* ୧୯୯୯ ବ୍ୟାଚ୍‍ ଆଇଏଏସ୍‍ ଭାଷ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ
* ୨୦୦୮ ବ୍ୟାଚ୍‍ ଆଇଏଏସ୍‍ ଭୂପିନ୍ଦର ସିଂହ ପୁନିଆଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...