Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ନୂଆ ବର୍ଷରେ ଆଇଏଏସ୍‍ ସ୍ତରରେ ବଡ ଧରଣର ଅଦଳ ବଦଳ
* ୧୯୮୭ ବ୍ୟାଚ୍‍ ଆଇଏଏସ୍‍ ରାଜ କିଶୋର ଶର୍ମାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ
* ୧୯୯୦ ବ୍ୟାଚ୍‍ ଆଇଏଏସ୍‍ ଅଫିସର ସଞ୍ଜୀବ ଚୋପ୍ରା ହେଲେ କୃଷି ଉତ୍ପାଦନ କମିଶନର
ଶ୍ରୀ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱ
* ୧୯୯୧ ବ୍ୟାଚ୍‍ ଆଇଏଏସ୍‍ ମଧୁସୂଦନ ପାଢୀଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦାୟିତ୍ୱ
* ୧୯୯୧ ବ୍ୟାଚ୍‍ ଆଇଏଏସ୍‍ ସତ୍ୟବ୍ରତ ସାହୁ ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରମୁଖ ସଚିବ
* ୧୯୯୪ ବ୍ୟାଚ୍‍ ଆଇଏଏସ୍‍ ରଞ୍ଜନା ଚୋପ୍ରାଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ଦାୟିତ୍ୱ
* ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ଅଧ୍ୟକ୍ଷ ଦାୟିତ୍ୱ
* ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ବିଷ୍ଣୁପଦ ସେଠୀ ହେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ
ଶ୍ରୀ ସେଠୀଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱ
* ୧୯୯୮ ବ୍ୟାଚ୍‍ ଆଇଏଏସ୍‍ ସୁରେଶ କୁମାର ବଶିଷ୍ଟଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସ୍‍ଡି ଭାବେ ନିଯୁକ୍ତି
* ୧୯୯୯ ବ୍ୟାଚ୍‍ ଆଇଏଏସ୍‍ ଭାଷ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ
* ୨୦୦୮ ବ୍ୟାଚ୍‍ ଆଇଏଏସ୍‍ ଭୂପିନ୍ଦର ସିଂହ ପୁନିଆଙ୍କୁ ଅତିରିକ୍ତ ଭାବେ ଇଡ୍‍କୋ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।...