Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କରୋନା: ଶ୍ରୀମନ୍ଦିର ବନ୍ଦ

ଭୁବନେଶ୍ୱର:ଶ୍ରୀମନ୍ଦିର ବାନ୍ଦ।ଜନୂଆରୀ 10ରୁ 31 ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ। ଏ ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଭରଚୁଆଲ ଜରିଆରେ ବସିଥିଲା ଛତିଶାଣିନଯୋଗରେ ଏହି ନିସ୍ପତି ନିଆଯାଇଛି। ଶ୍ରୀମନ୍ଦିର କର୍ମଚାରୀ କ ରୋନା ପେଜେଟିଭ ବାହାରିବା ସହିତ ରାଜ୍ୟରେ କରୋନା ଗ୍ରାଫ ରେକେଟ ବେଗରେ ବଢୁଛି। ଆଜି 2703 ଚିହ୍ନଟ ହୋଇଛନ୍ତି। ତେଣୁ କ ରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଏହି ନିସ୍ପତି ନିଆଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...