Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଛତିଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ପୋରଣ, ଜଣେ ମୃତ, ଜଣେ ଗୁରୁତର

ମାଲକାନଗିରି: ଛତିଶଗଡ଼ ସୀମାନ୍ତରେ ନାରାୟଣ ପୁର ଜିଲ୍ଲାରେ ଲ୍ୟାଣ୍ଡ ମାଇନ ବିସ୍ପୋରଣ। ଏଥିରେ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ଜଣେ ହେଡ କନେଷ୍ଟବଳ ଗୁରୁତର ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ନାରାୟଣପୁର ଜିଲ୍ଲା ସୋନପୁର ଥାନା ଅନ୍ତର୍ଗତ ଧଣ୍ଡରିବାଡା ଅଞ୍ଚଳରେ ରାସ୍ତା କାମ ଚାଲୁଥିବା ବେଳେ ଆଇଟିବିପିର ୫୩ ବାଟାଲିୟନର ଯବାନ ମାନେ  ସର୍ଚ୍ଚ ଅପରେସନ କରୁଥିଲେ। ଠିକ୍‌ ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ପୁର୍ବରୁ ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଯେଉଁ ଥିରେ ରାଜେନ୍ଦ୍ର ସିଂ ନାମକ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ମହେଶ ନାମକ ଜଣେ ହେଡ କନେଷ୍ଟବଳ ଗୁରୁତ୍ୱର ହୋଇଛନ୍ତି । ଘଟଣାସ୍ଥଳକୁ ଡିଆରଜି ବାହିନୀର ଏକ ଟିମ ପଠାଯାଇଥିବା ବେଳେ ଆହତଙ୍କୁ ମେଡ଼ିକାଲ ଆଣିବାର ବ୍ୟବସ୍ଥା ଚାଲୁଥିବା ଜଣାପଡିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...