Connect with us

Hi, what are you looking for?

ଜାତୀୟ

ପରଲୋକରେ ଲତା ମଙ୍ଗେସକର

ମୁମ୍ବାଇ: ପରଲୋକରେ  ବଲିଉଡ୍‌ ଜଗତର କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକର। ଆଜି ସକାଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । କିଛି ଦିନ ତଳେ ସେ କରୋନା ପଜିଟିଭ୍‌ ହୋଇଥିବା ବେଳେ ତାଙ୍କୁ ମୁମ୍ବାଇର ବିଚ୍‌ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି  କରାଯାଇଥିଲା ।

ଯେଉଁଥିରେ ତାଙ୍କୁ ଆଇସିୟୁରେ ରଖାଯାଇଥିଲା । ପରେ ଡାକ୍ତରୀଦଳମାନେ ତାଙ୍କର ବହୁ ଚେଷ୍ଟା ବଳରେ ଚିକିତ୍ସା କରିଥିଲେ । କିଛିଦିନ ହସ୍ପିଟାଲରେ ରହିବା ସ୍ବାସ୍ଥ୍ୟରେ ଉନ୍ନତି ଆସିଥିଲା। ହେଲେ ହଠାତ୍‌ ଗତକାଲି ତାଙ୍କ ସ୍ବାସ୍ଥ୍ୟବସ୍ଥା ଅତି ଗୁରୁତର ହେବାରୁ ଭେଣ୍ଟିଲେଟରେ ରଖାଯାଇଥିଲା ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...