Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମାଟ୍ରିକ ପରୀକ୍ଷା ନେଇ ହେଲା ବଡ଼ ଖୁଲାସ, 44 ହାଜର ପିଲା ମାଡି ନାହାନ୍ତି ପରୀକ୍ଷା ହଲ

ଭୁବନେଶ୍ୱର: ଚଳିତ 2022 ବର୍ଷର ମାଟ୍ରିକ ପରୀକ୍ଷାରେ 44245 ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିଲେ।  ଏ ବିଷୟରେ ତଦନ୍ତ କରିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆ ଯାଇଛି।  ଅନୁପସ୍ଥିତ ଥିବା ପିଲାଙ୍କ ଜିଲ୍ଲା ୱାରୀ ତାଲିକା ଦେଲେ ରାଜ୍ୟ ସରକାର। ତାଲିକା ସବୁଠୁ ଉପରେ ରହିଛି ମୟୁରଭଞ୍ଜ ଜିଲ୍ଲା।

4462 ପିଲାଙ୍କ ଅନୁପସ୍ଥିତ ସହ ମୟୁରଭଞ୍ଜ ଉପରେ ଥିବା ବେଳେ ଦ୍ୱିତୀୟ ରେ ରହିଛି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା । ଯେଉଁଠି 3273 ପିଲା ମାଟ୍ରିକ ପରୀକ୍ଷା ରେ ଅନୁପସ୍ଥିତ ରହିଥିଲେ।  ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତି ଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଲିଖିତ ଉତ୍ତର  ଏହି ସୂଚନା ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...