Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର: ବିଜେଡି ସରକାରର ପଂଚମ ପାଳିର ତୃତୀୟ ବର୍ଷ ପୂର୍ତ୍ତିକୁ ସପ୍ତାହ ନପୁରୁଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନରେଡ୍ଡୀ ଗତ ଏପ୍ରିଲ ମାସରେ ନିଜର ସମସ୍ତ ମନ୍ତ୍ରୀଙ୍କୁ ସମୂହ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇ ପରେ ନୂଆ ମନ୍ତ୍ରିମଣ୍ଡଳ ଗଢ଼ିଥିଲେ । ଏବେ ନବୀନ ସମାନ ଢଙ୍ଗରେ ନିଜର ମନ୍ତ୍ରିମଣ୍ଡଳ ଗଠନ କରିବାକୁ ଯାଉଥିବା ଜଣାପଡ଼ିଛି।
ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜ ପଦରୁ ଦେଲେ ଇସ୍ତଫା! | ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବି ଦେଲେ ଇସ୍ତଫା| | ବିଜେଡି ସରକାରର ପଂଚମ ପାଳିର ତୃତୀୟ ବର୍ଷ ପୂର୍ତ୍ତିକୁ ସପ୍ତାହ ନପୁରୁଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...