Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବିବାଦ ଘରରେ ମୁକ୍ତି ମଣ୍ଡପ ସ୍ୱୀକୃତ ପାଞ୍ଜି

ପୁରୀ:  ଚଳିତ ବର୍ଷ ପାଞ୍ଜିକୁ ନେଇ ପୁଣିଥରେ ବିବାଦ ଉପୁଜିଛି । ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ବାରା ସ୍ଵୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି ପାଞ୍ଜି ସମୀକ୍ଷକମାନେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ରାଜ୍ୟରେ ପ୍ରକାଶିତ ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ଅସଲି ଖଡ଼ିରତ୍ନ ପଞ୍ଜିକା, ପରମେଶ୍ୱରୀ ପଞ୍ଜିକା ଓ ଶାରଳା ପଞ୍ଜିକାରେ ପଞ୍ଚାଙ୍ଗ ଗଣନା ସମାନ ରହିଥିବାବେଳେ ମୁକ୍ତିମଣ୍ଡପ ପଣ୍ଡିତ ସଭା ସ୍ଵୀକୃତ ରାଧାରମଣ ପ୍ରେସ ପଞ୍ଜିକା ସଂପୂର୍ଣ୍ଣ ଭିନ୍ନ ରହିଛି ।

ଫଳରେ ଏହି ପଞ୍ଜିକା ଅନୁସରଣ କଲେ ଜନ୍ମ ଜାତକ, ପୁଷ୍କର ଦୋଷ, ଶ୍ରାଦ୍ଧ ଦିବସ  ଓ ଲଗ୍ନ ଭୁଲ ହେବା ସମ୍ଭାବନା ରହିଛି। ପାଞ୍ଜି ସମୀକ୍ଷକ ଓ ଗଣକ ମାନଙ୍କ ପକ୍ଷରୁ ବାରମ୍ବାର ମୁକ୍ତିମଣ୍ଡପ ପଣ୍ଡିତ ସଭା, ଜଗତଗୁରୁ ଶଙ୍କରାଚାର୍ଯ୍ୟ, ଗଜପତି ମହାରାଜ ଓ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ନିର୍ଭୁଲ ପାଞ୍ଜି ପ୍ରକାଶ ହେଉ ନାହିଁ । ମୁକ୍ତିମଣ୍ଡପ ପଣ୍ଡିତ ସଭା ଅଧିନରେ ଥିବା ବିଭିନ୍ନ ବ୍ରାହ୍ମଣ ଶାସନରେ ଥିବା ବିଜ୍ଞ ଗଣକ, ପାଞ୍ଜିକା ଓ ଧର୍ମଶାସ୍ତ୍ରଜ୍ଞକୁ ନେଇ ମୁକ୍ତିମଣ୍ଡପ ପଣ୍ଡିତ ସଭା ନିଜସ୍ଵ ପାଞ୍ଜି ପ୍ରଚଳନ କରିବାକୁ ସାମ୍ବାଦିକ ସମ୍ମିଳନୀରେ ଦାବି ହୋଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...