Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାଲି ଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ଚାଲି ଚାଲି ଯାଇ ଭୋଟ ଦେଇଥିଲା।  ସମସ୍ତେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି।

ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...