Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ୍‌ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ଏହା ସମ୍ଭବ ହୋଇଥିବା ସେ କହିଛନ୍ତି । ୱାର୍ଡସ୍ତରରୁ ଲୋକଙ୍କ ଭଲପାଇବା ତୃଣମୂଳସ୍ତରରେ ବିଜେଡିକୁ ମଜବୁତ କରିଛି । ଏହା ଆମର ଲୋକପ୍ରିୟତାକୁ ପ୍ରମାଣିତ କରୁଛି।  ଆସନ୍ତୁ, ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୋଇ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଏକ ହୋଇ ଆଗକୁ ବଢିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...