Connect with us

Hi, what are you looking for?

ଜାତୀୟ

ଇଣ୍ଡିଆ ଗେଟ୍‌ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଇଣ୍ଡିଆ ଗେଟ୍‌ରେ ଉନ୍ମୋଚିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତି । ନେତାଜୀ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଇଣ୍ଡିଆ ଗେଟ୍‌ରେ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ଏହା ସ୍ଥାପନା ସମାରୋହ ସହିତ ୨୦୧୯, ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି ।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୋଦୀ କହିଛନ୍ତି, ‘ନେତାଜୀଙ୍କ ଅବଦାନକୁ ଦେଶବାସୀ କେବେ ଭୁଲିବେ ନାହିଁ । ସମଗ୍ର ଦେଶ ନେତାଜୀଙ୍କ ପାଇଁ ଗର୍ବିତ ।’ ଏହା ସହିତ ଦେଶବାସୀଙ୍କୁ ପରାକ୍ରମ ଦିବସର ଅଭିନନ୍ଦନ ଜଣାଇଛନ୍ତି ପିଏମ୍‌ ମୋଦୀ । ଆଜାଦ୍‌ ହିନ୍ଦ ଫୌଜ ସଂସ୍ଥାପକ ନେତାଜୀ ବୋଷଙ୍କ ଜନ୍ମ ଦିନକୁ ଦେଶରେ ପରାକ୍ରମ ଦିବସ ଭାବେ ପାଳନ କରାଯାଇଥାଏ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

New Delhi: The National Confederation of Officers’ Associations (NCOA), representing over two lakh officers and an equal number of retirees from 255 Central Public...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୩୦ : ଅଂଗଦାନକୁ ନିରବଚ୍ଛିନ୍ନ ଭାବେ ପ୍ରୋତ୍ସାହନ ଦେଉଥିବା ସମ୍ ଅଲ୍ଟିମେଟ୍ ମେଡିକେୟାରରେ ତୃତୀୟ ଥର ପାଇଁ ଜଣେ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଶରୀରରୁ ଦୁଇଟି ଅଂଗ ବାହାର କରାଯାଇ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ଗାଁରେ ପରିବାର ସହ ଏବଂ ଗାଁ ଲୋକଙ୍କ ଗହଣରେ ଦିପାବଳି ପାଳନ କରିବେ । ଆଦିବାସୀ...