Connect with us

Hi, what are you looking for?

ଜାତୀୟ

ଇଣ୍ଡିଆ ଗେଟ୍‌ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଇଣ୍ଡିଆ ଗେଟ୍‌ରେ ଉନ୍ମୋଚିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତି । ନେତାଜୀ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଇଣ୍ଡିଆ ଗେଟ୍‌ରେ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ଏହା ସ୍ଥାପନା ସମାରୋହ ସହିତ ୨୦୧୯, ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି ।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୋଦୀ କହିଛନ୍ତି, ‘ନେତାଜୀଙ୍କ ଅବଦାନକୁ ଦେଶବାସୀ କେବେ ଭୁଲିବେ ନାହିଁ । ସମଗ୍ର ଦେଶ ନେତାଜୀଙ୍କ ପାଇଁ ଗର୍ବିତ ।’ ଏହା ସହିତ ଦେଶବାସୀଙ୍କୁ ପରାକ୍ରମ ଦିବସର ଅଭିନନ୍ଦନ ଜଣାଇଛନ୍ତି ପିଏମ୍‌ ମୋଦୀ । ଆଜାଦ୍‌ ହିନ୍ଦ ଫୌଜ ସଂସ୍ଥାପକ ନେତାଜୀ ବୋଷଙ୍କ ଜନ୍ମ ଦିନକୁ ଦେଶରେ ପରାକ୍ରମ ଦିବସ ଭାବେ ପାଳନ କରାଯାଇଥାଏ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...