Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଖାଦ୍ୟ ସୁରକ୍ଷା ଯୋଜନାରେ କେତେ ହିତାଧିକାରୀ ଉପକୃତ ହେଉଛନ୍ତି ତାର ହିସାବ ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ 

ଭୁବନେଶ୍ୱର: ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ 93 ଲକ୍ଷ 13 ହଜାର 448 ପରିବାରର 3 କୋଟି 25 ଲକ୍ଷ 18 ହଜାର 455 ଜଣ ଯୋଡି ହୋଇଛନ୍ତି । ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ 2 ଲକ୍ଷ 61 ହଜାର 227 ପରିବାର 8 ଲକ୍ଷ 8 ହାଜର ହିତାଧିକାରୀ ସାମିଲ ହୋଇଛନ୍ତି । ୱାନ ନେସନ ୱାନ ରାସନ କାର୍ଡ ଯୋଜନାରେ 10 ହଜାର 578 ଦୋକାନ ଜରିଆରେ 1 ଲକ୍ଷ 10 ହଜାର ପରିବାର ଉପକୃତ ହେଉଛନ୍ତି ବୋଲି କହିଛନ୍ତି  ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ  ଅତନୁ ସବ୍ୟସାଚୀ ନାୟକ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like