Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବିକ୍ରି ହେଲା ନୀଳାଚଳ ଇସ୍ପାତ

ଭୁବନେଶ୍ୱର: ଶେଷରେ ବିକ୍ରି ହେଲା ନୀଳଚଳ ଇସ୍ପିତ । ଏହି କମ୍ପାନୀକୁ ୧୨ ହଜାର ଏକ ଶହ କୋଟି ଟଙ୍କାରେ କିଣିନେଇଛି ଟାଟା ଷ୍ଟିଲ୍‌ । ବହୁଦିନ ଧରି ଯୌଥ ଉଦ୍ୟୋଗରେ ଏହାର ପରିଚାଳନା କରାଯାଉଥିଲା । ବିକ୍ରି ନେଇ ଡକା ଯାଇଥିବା ବିଡ୍‌ରେ ଟାଟା ଷ୍ଟିଲ୍‌ର ଡାକ ଅଧିକ ରହିଥିଲା । ତେବେ ନୀଳାଚଳ ଇସ୍ପାତରେ ଓଡ଼ିଶା ସରକାରଙ୍କ କମ୍ପାନୀର ଅଂଶଧନ ରହିଥିଲା । ବିକ୍ରି ପ୍ରସ୍ତାବକୁ ଆଜି ସରକାର ଅନୁମୋଦନ ଦେଇଥିବା ଜଣାପଡ଼ିଛି । ଏନେଇ ଡିଆଇପିଏମ୍‌ ସଚିବ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...