Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ନିର୍ବାଚନ ପ୍ରଚାର ପାଇଁ ନାହିଁ କରୋନା କଟକଣା

ଏଥର ମୋଟ ୧୮ଶହ ୯୯ଟି ଓ୍ୱାର୍ଡରେ ପୌର ନିର୍ବାଚଚନ ହେଉଛି।  ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୭୩୧ ଓ ୩ ମହାନଗରର ୧୬୧ଟି ଓ୍ୱାର୍ଡରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୪ ହଜାର ୪୭୫ଟି ବୁଥ କରାଯିବ।  ୪୨ ଲକ୍ଷ ଭୋଟର ଚଳିତ ପୌର  ନିର୍ବାଚନରେ ଭୋଟ ଦେବେ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like