Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରିଲା ନାମାଙ୍କନ ପତ୍ର ଦାଖଲ, ୧ଲକ୍ଷ୯୦ହଜାର୪୧୯ ଜଣ ଦାଖଲ କଲେ ପ୍ରାର୍ଥୀପତ୍ର

ଭୁବନେଶ୍ୱର: ଆଜି ଥିଲା ନାମାଙ୍କନ ପତ୍ର ଦାଖଲର ଶେଷ ଦିନ। ଶେଷଦିନରେ ସରପଞ୍ଚ, ୱାର୍ଡ ମେମ୍ବର, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ୯୪ହଜାର୬୦୫ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କାରିଛନ୍ତି।

ୱାର୍ଡ ମେମ୍ବର – ୬୫୮୨୮

ସରପଞ୍ଚ- ୧୪୦୭୪

ସମିତି ସଭ୍ୟ- ୧୨୫୧୨

ଜିଲ୍ଲା ପରିଷଦ- ୨୧୯୧

ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ଜାନୁଆରୀ 17 ତାରିଖରୁ ପଂଚୟତ ନିର୍ବାଚନ ପାଇଁ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ଓ ଜିଲ୍ଲା ପରିଷଦ ପାଇଁ ପ୍ରାର୍ଥୀପତ୍ର ଦଖଲ ଆରମ୍ଭ ହୋଇଥିଲା। 4 ଦିନରେ
ୱାର୍ଡ ମେମ୍ବର ପାଇଁ 95ହାଜର 8ଶହ14 ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ ସରପଞ୍ଚ ପାଇଁ 20457, ସମିତିସଭ୍ୟ ପାଇଁ 15583 ଏବଂ ଜିଲ୍ଲାପାରିଷଦ ପାଇଁ 1730 ଜଣ ନାମାଙ୍କନ ପତ୍ର ଦାଖଲ କରିଥିଲେ। 1ଲକ୍ଷ 90ହଜାର୪୧୯ ଜଣ ପ୍ର୍ରରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Nominations filled on 21.01.2022

Ward Member-65828
Sarpanch-14074
P.S Member-12512
Z.P Member-2191

Secretary,
SEC, Odisha

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...