ଭୁବନେଶ୍ୱର: ପର୍ଯ୍ୟବେକ୍ଷକ ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ । ପଂଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା କରିଛନ୍ତି । ପଂଚାୟତ ଓ ପୌର ନିର୍ବାଚନ ରେ ଦଳ ଭଲ ପ୍ରଦର୍ଶନ କରିଥିଲେ ବି କାହିଁକି ଅନେକ ସ୍ଥାନରେ ପରାଜୟ ବରଣ କଲା । ଏ ନେଇ 9 ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । 10 ଦିନରେ ବିଜୟ ଓ ପରାଜୟ ର କାରଣ କଣ ଏବଂ ଆସନ୍ତା 2024 ପାଇଁ ସଙ୍ଗଠନ କୁ ତୃଣମୂଳ ସ୍ତରରୁ ଅଧିକ ସୁଦୃଢ କରିବା ପାଇଁ କଣ ରଣନୀତି ଆପଣା ଯିବା ଦରକାର ବୋଲି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀପର୍ଯ୍ୟବେକ୍ଷକ ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ । ପଂଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା କରାଯାଇଛି । ପଂଚାୟତ ଓ ପୌର ନିର୍ବାଚନ ରେ ଦଳ ଭଲ ପ୍ରଦର୍ଶନ କରିଥିଲେ ବି କାହିଁକି ଅନେକ ସ୍ଥାନରେ ପରାଜୟ ବରଣ କଲା । ଏ ନେଇ 9 ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । 10 ଦିନରେ ବିଜୟ ପରାଜୟ ର କାରଣ କଣ ଏବଂ ଆସନ୍ତା 2024 ପାଇଁ ସଙ୍ଗଠନ କୁ ତୃଣମୂଳ ସ୍ତରରୁ ଅଧିକ ସୁଦୃଢ କରିବା ପାଇଁ କଣ ପଦକ୍ଷେପ ଆପଣା ଯିବା ଦରକାର ସେ ବିସ୍ତୃତ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି ବାଲେଶ୍ଵର ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବ।
ଓଡ଼ିଶା ନ୍ୟୁଜ
ପର୍ଯ୍ୟବେକ୍ଷକ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ, 10 ଦିନ ଭିତରେ ବିସ୍ତୃତ ରିପୋର୍ଟ ଦେବାକୁ ନିର୍ଦେଶ
You May Also Like
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି ।...
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍ଟରଷ୍ଟିସିଆଲ୍ ଇମ୍ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...