ଭୁବନେଶ୍ୱର: ପର୍ଯ୍ୟବେକ୍ଷକ ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ । ପଂଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା କରିଛନ୍ତି । ପଂଚାୟତ ଓ ପୌର ନିର୍ବାଚନ ରେ ଦଳ ଭଲ ପ୍ରଦର୍ଶନ କରିଥିଲେ ବି କାହିଁକି ଅନେକ ସ୍ଥାନରେ ପରାଜୟ ବରଣ କଲା । ଏ ନେଇ 9 ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । 10 ଦିନରେ ବିଜୟ ଓ ପରାଜୟ ର କାରଣ କଣ ଏବଂ ଆସନ୍ତା 2024 ପାଇଁ ସଙ୍ଗଠନ କୁ ତୃଣମୂଳ ସ୍ତରରୁ ଅଧିକ ସୁଦୃଢ କରିବା ପାଇଁ କଣ ରଣନୀତି ଆପଣା ଯିବା ଦରକାର ବୋଲି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀପର୍ଯ୍ୟବେକ୍ଷକ ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ । ପଂଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା କରାଯାଇଛି । ପଂଚାୟତ ଓ ପୌର ନିର୍ବାଚନ ରେ ଦଳ ଭଲ ପ୍ରଦର୍ଶନ କରିଥିଲେ ବି କାହିଁକି ଅନେକ ସ୍ଥାନରେ ପରାଜୟ ବରଣ କଲା । ଏ ନେଇ 9 ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । 10 ଦିନରେ ବିଜୟ ପରାଜୟ ର କାରଣ କଣ ଏବଂ ଆସନ୍ତା 2024 ପାଇଁ ସଙ୍ଗଠନ କୁ ତୃଣମୂଳ ସ୍ତରରୁ ଅଧିକ ସୁଦୃଢ କରିବା ପାଇଁ କଣ ପଦକ୍ଷେପ ଆପଣା ଯିବା ଦରକାର ସେ ବିସ୍ତୃତ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି ବାଲେଶ୍ଵର ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବ।
ଓଡ଼ିଶା ନ୍ୟୁଜ
ପର୍ଯ୍ୟବେକ୍ଷକ ସହ ୱାନ ଟୁ ୱାନ ଆଲୋଚନା କଲେ ନବୀନ, 10 ଦିନ ଭିତରେ ବିସ୍ତୃତ ରିପୋର୍ଟ ଦେବାକୁ ନିର୍ଦେଶ
![](https://breakingodisha.com/wp-content/uploads/2022/04/IMG-20220423-WA0015.jpg)
![](https://breakingodisha.com/wp-content/uploads/2024/04/breakingodish.jpeg)
You May Also Like
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...
ବିଜିନେସ
ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...
ଅପରାଧ
କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...