Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆସିଲା ଓମିସିୟୋର କୀଟ ଷ୍ଟଡି ରିପୋର୍ଟ, ଦେଖନ୍ତୁ ରାଜ୍ୟରେ ଓମିକ୍ରନ ସ୍ଥିତି

ଭୁବନେଶ୍ୱର: ଆସିଲା ଓମିସିୟୋର କୀଟ ଷ୍ଟଡି ରିପୋର୍ଟ । ଓମି ସିୟର କିଟ ରେ 31666 ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା ସେଥିମଧ୍ୟରୁ 1729 ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ 576 ଜଣ ଓମି କ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହାରାହାରି 33 ପ୍ରତିଶତ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଓମି କ୍ରନ ଆକ୍ରାନ୍ତ ନ୍କ ସଂଖ୍ୟା କେତେ ତାହା ଜିନମ ସିକ୍ୟୁନସିଂ ଡାଟା ଏବଂ ଓମି ସିୟର କିଟ ର ଡାଟା କୁ ମିଳିତ ଭାବରେ ଅନୁଧ୍ୟାନ କରିବା ପରେ ଜଣାପଡିବ।

ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ଓମି କ୍ରନ ଆକ୍ରାନ୍ତ ନ୍କ ସଂଖ୍ୟା ଦେଖିଲେ ବର୍ତ୍ତମାନ ଡେ଼ଲ୍ଟା ର ଉପସ୍ଥିତି ରହିଛି ସେହି କାରଣ ରୁ ମୃତ୍ୟୁ ହେଉଛି। ବର୍ତ୍ତମାନ ଡେ଼ଲ୍ଟା ଆଧିପତ୍ୟ ବିସ୍ତାର କରି ରହିଛି ବୋଲି କହିଛନ୍ତି ସ୍ଵାସ୍ଥ୍ୟ ନିର୍ଦେଶକ ନିରଂଜନ ମିଶ୍ର।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...