Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁରୀ ସ୍ୱର୍ଗଦ୍ୱାରରେ ଲାଗିଲା କଟକଣା, ଅନ୍ୟ ଜିଲ୍ଲା ଶବ ମନା

ଭୁବନେଶ୍ୱର: କରୋନା ପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଲାଗିଲା କଟକଣା। ପୁରୀ ସ୍ବର୍ଗଦ୍ବାରରେ ଜିଲ୍ଲା ବାହାର ଲୋକଙ୍କ ଶବଦାହ କରିପାରିବେ ନାହିଁ। ସୋମବାରଠାରୁ ଲାଗିବ ଏହି କଟକଣା। ଜିଲ୍ଲା ତଥା ରାଜ୍ୟରେ କୋଭିଡ୍ ଓ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ସ୍ବର୍ଗଦ୍ବାରର କିଛି କର୍ମଚାରୀ ମଧ୍ୟ କୋଭିଡ ଆକ୍ରାନ୍ତ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ବର୍ଗଦ୍ବାରରେ ଜିଲ୍ଲା ବାହାର ଲୋକଙ୍କ ପାଇଁ ଏହି କଟକଣା ଲାଗୁ କରାଯାଇଛି। କୋଭିଡ ନେଗେଟିଭ ପ୍ରମାଣପତ୍ର ଦେଖାଇ କେବଳ ପୁରୀ ଜିଲ୍ଲାର ଲୋକେ ଶବଦାହ କରିପାରିବେ। ପରିସ୍ଥିତି ସ୍ଵାଭାବିକ ହେଲେ ପୁନଃ ଜିଲ୍ଲା ବାହାର ଲୋକଙ୍କ ଶବଦାହ ପାଇଁ ଅନୁମତି ଦିଆଯିବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...