Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଞ୍ଚାୟତ ନିର୍ବାଚନ: ନାକଚ ହେଲା ୮୬୪୮ଜଣଙ୍କ ପ୍ରାର୍ଥୀପତ୍ର

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ସରିଲା ପ୍ରାର୍ଥୀପତ୍ର ଯାଞ୍ଚ। ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ପଦପଦବୀ ପାଇଁ ୨ ଲକ୍ଷ ୨୯ ହଜାର୬୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ପ୍ରାର୍ଥୀପତ୍ର ଯାଞ୍ଚ ପରେ ୮୬୪୮ଜଣଙ୍କର ପ୍ରାର୍ଥୀପତ୍ର ନାକଚ ହୋଇଥିବା ବେଳେ ୨ ଲକ୍ଷ୨୦ହଜାର ୪୧୪ ଜଣଙ୍କର ପ୍ରାର୍ଥୀପତ୍ର କାଏମ ରହିଛି। ୱାର୍ଡ ମେମ୍ବରଙ୍କ ପାଇଁ ୧ ଲକ୍ଷ ୬୨ହଜାର୨୯୭ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ହଜାର୫ଶହ୪୪ ଜଣଙ୍କର ନାକଚ ହୋଇଛି। ୧ଲକ୍ଷ ୫୬ହଜାର୭୫୩ ଜଣଙ୍କର ପ୍ରାର୍ଥୀପତ୍ର କାଏମ ରହିଛି। ସେହିପରି ସରପଞ୍ଚ ପାଇଁ ୩୪ ହଜାର ୬ଶହ ୧୩ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳ ୧୭୫୩ ଜଣଙ୍କର ନାକଚ ହୋଇଛି। ୩୨ହଜାର୮ ଶହ ୬୦ ଜଣଙ୍କର ପ୍ରାର୍ଥୀପତ୍ର କାଏମ ରହିଛି। ସମିତି ସଭ୍ୟ ପାଇଁ ୨୮ହଜାର୧୫୩ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ୧୧୧୯ ଜଣଙ୍କର ନାକଚ ହୋଇଛି। ୨୭ ହଜାର ୩୪ ଜଣଙ୍କର ପ୍ରାର୍ଥୀପତ୍ର କାଏମ ରହିଛି। ସେହିପରି ଜିଲ୍ଲାପାରିଷଦ ପ୍ରାର୍ଥୀ ପାଇଁ ୩ହଜାର ୯ଶହ୯୯ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ୨୩୨ ଜଣଙ୍କର ପ୍ରାର୍ଥୀପତ୍ର ନାକଚ ହୋଇଛି। ୩ହଜାର ୭ ଶହ୬୭ ଜଣଙ୍କର ପ୍ରାର୍ଥୀପତ୍ର କାଏମ ରହିଛି। ଏବେ ମଇଦାନରେ ୨ଲକ୍ଷ ୨୦ହଜାର ୪୧୪ଜଣ ପ୍ରାର୍ଥୀ ଭାଗ୍ୟ ପରୀକ୍ଷା ଦେବେ

220414

Total Nominations rejected

Ward Member-5544
Sarpanch-1753
P.S Member-1119
Z.P Member-232

Secretary,
SEC, Odisha

Total valid Nominations after Rejection

Ward Member-156753
Sarpanch-32860
P.S Member-27034
Z.P Member-3767

Secretary,
SEC, Odisha

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...