Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାଜ୍ୟ ନିର୍ବାଚନ କିମିଶନ ଦେଲେ ଇଙ୍ଗିତ ଠିକ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆସିବ ଗାଇଡ଼ ଲାଇନ, ଦେଖନ୍ତୁ ପୁରା ରିପୋର୍ଟ

ଭୁବନେଶ୍ୱର: ପଂଚୟତ ନିର୍ବାଚନ ପରେ ଆଜି ବସିଥିଲା ସର୍ବଦଳୀୟ ବୈଠକ। ଏହି ବୈଠକ ପରେ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ରାଜ୍ୟର ସମସ୍ତ ରାଜନୈତିକ ଦଳଙ୍କ ରାଜ୍ୟ ନିର୍ବାଚନ କମିଶନ ଆଲୋଚନା କରିଛନ୍ତି । ରାଜ୍ୟରେ କୋଭିଡ ସ୍ଥିତିରେ ନିର୍ବାଚନ କରାଯିବ କି ନାହିଁ ସେ ବିଷୟରେ ଆଲୋଚନା କରାଯିବ । ଜାତୀୟ ନିର୍ବାଚନ ଆୟୋଗ 5 ରାଜ୍ୟର ନିର୍ବାଚନ ପାଇଁ ଯେଉଁ ଗାଇଡ଼ ଲାଇନ ଆଣିଛନ୍ତି ସେହି ଗାଇଡ଼ ଲାଇନକୁ ଅନୁକରଣ କରି ରାଜ୍ୟ ନିର୍ବାଚନ କମିଶନ ଖୁବଶୀଘ୍ର ପଞ୍ଚାୟତ ନିର୍ବାଚନ ନେଇ ଗାଇଡ଼ ଲାଇନ ପ୍ରକାଶ କରିବାକୁ ଯାଉଛନ୍ତି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀ।

ଏଥିରୁ ସ୍ପଷ୍ଠ ବାରି ହୋଇପଡୁଛି ଯେ ଠିକ ସମୟରେ ନିର୍ବାଚନ ହେବ। କୋଭିଡ ଗାଇଡ଼ ଲାଇନ ଅନୁସାରେ ପଂଚୟତ ନିର୍ବାଚନ କରିବା ପାଇଁ ରାଜ୍ୟ ନିର୍ବଚନ କମିଶନ ପକ୍ଷରୁ ଖୁବ ଶୀଘ୍ର ଗାଇଡ଼ ଲାଇନ ଜାରି କରାଯିବ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...