Connect with us

Hi, what are you looking for?

Uncategorized

ତିନି ମାସ ଘୁଞ୍ଚାଆ ପଞ୍ଚାୟତ ନିର୍ବାଚନ: ବିରୋଧୀ

ଭୁବନେଶ୍ୱର:-ସର୍ବଦଳୀୟ ବୈଠକରେ କଂଗ୍ରେସର ପ୍ରସ୍ତାଵ
କୋଭିଡ ପାଇଁ ନିର୍ବାଚନକୁ ତିନି ମାସ ଘୁଞ୍ଚାଇବା ପାଇଁ ପ୍ରସ୍ତାବ । ପଛୁଆ ବର୍ଗଙ୍କୁ ସଂରକ୍ଷଣ ରୁ ବାଦ ଦେବା ଓ ବିଭିନ୍ନ ଜିଲ୍ଲାରେ ଅନୁସୂଚିତ ଜନଜାତି ବର୍ଗ ଲାଗି ସଂରକ୍ଷଣ ଠିକ ଭାବେ ନ ଦିଆଯାଇ ଥିବାରୁ ନିର୍ବାଚନକୁ ସ୍ଥଗିତ ରଖିବା କୁ ଦାବି । ବିଜେଡି କୁ ଛାଡି ସବୁ ଦଳ ଏହି ଦାବି ରଖିଛନ୍ତି । ଏପଟେ ସର୍ବଦଳୀୟ ବୈଠକରେ ବିଜେପିର 9 ଟି ଦାବି


୧ – ଓବିସି ବର୍ଗ ଙ୍କୁ ସଂରକ୍ଷଣରୁ ବାଦ ଦିଆଯିବା ପ୍ରସଙ୍ଗ ଉଠାଇ ଯେ ପର୍ଯ୍ୟନ୍ତ ଯାଏ ଏ ସମସ୍ୟାର ସମାଧାନ ନ ହୋଇଛି ସେ ପର୍ଯ୍ୟନ୍ତ ନିର୍ବାଚନ କୁ ସ୍ଥଗିତ ରଖିବା ପାଇଁ ବିଜେପିର ଦାବି
୨ – ପେସା ଆଇନ ଲାଗୁ ହେଉଥିବା ଜିଲ୍ଲାରେ ମଧ୍ୟ ସରପଞ୍ଚ ଓ ସମିତି ସଭ୍ୟ ପଦବୀ ପାଇଁ ଅନୁସୂଚିତ ଜନଜାତି ବର୍ଗଙ୍କୁ ସଂରକ୍ଷଣ ଦିଆଯାଇନି । କନ୍ଧମାଳ ଓ କୋରାପୁଟରେ ଏହିଭଳି ହୋଇଛି ।
୩ – ଭୋଟର ତାଲିକାରେ ଅନେକ ତ୍ରୁଟି ହୋଇଛି ।
୪ – କୋଭିଡ ମହାମାରୀର ପିକ ପିରିୟଡ଼ ସମୟରେ ଲୋକଙ୍କ ଜୀବନକୁ ଗୁରୁତ୍ୱ ଦେଇ ଦୁଇ ମାସ କି ତିନି ମାସ ନିର୍ବାଚନ ଘୁଞ୍ଚେଇବା ପାଇଁ ଦାବି ରଖିଲା ବିଜେପି ।
୫ – ଭୋଟର ଗଣନା କେନ୍ଦ୍ରରେ ସିସି ଟିଭି ବ୍ୟବସ୍ଥା କରାଯାଉ
୬- ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ମରାଯାଉଥିବା ହୋଡ଼ିଂକୁ ଉଚ୍ଛେଦ କରାଯାଉ
୭ – ଦୀର୍ଘ ଦିନ ଗୋଟିଏ ସ୍ଥାନରେ ରହିଥିବା ଅଧିକାରୀ ମାନଙ୍କୁ ବଦଳି କରାଯାଉ
୮ – ଅବାଧ ଓ ସ୍ୱଚ୍ଛ ନିର୍ବାଚନ କରିବାକୁ ବିଜେପିର ଦାବି

ସର୍ବଦଳୀୟ ବୈଠକରେ ବିଜେଡ଼ିର ଦାବି କରିଛି ଯେ
ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟ କାଳ ଶେଷ ହେଇ ଯାଉଥିବାରୁ ତୁରନ୍ତ ନିର୍ବାଚନ କରିବା ପାଇଁ ଆମେ ଦାବି କରିଛୁ । କୋଭିଡ ଗାଇଡ଼ ଲାଇନ ଭିତରେ କିପରି ନିର୍ବାଚନ ହେବ ତାକୁ ଆମେ ସମ୍ପୂର୍ଣ୍ଣ ସହଯୋଗ କରିବୁ ବୋଲି କହିଛନ୍ତି ବିଜେଡି


Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...