Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କୋହଳ ହେଲା ପଞ୍ଚାୟତ ନିର୍ବାଚନ ପ୍ରଚାର କଟକଣା, ଦେଖନ୍ତୁ

ଭୁବନେଶ୍ୱର:  ନିର୍ବାଚନ ପ୍ରଚାର ପାଇଁ କୋହଳ ହେଲା କରୋନା କଟକଣା

*  ପ୍ରାର୍ଥୀ ଙ୍କ ସହିତ  ୨୦  ଜଣ ଡୋ ଟୁ ଡୋର ପ୍ରଚାର କରିବ। ପୂର୍ବରୁ  ପ୍ରାର୍ଥୀଙ୍କ ସହିତ ୫ଜଣ  ଥିଲା।

* ବାହାରେ ୩ ଶହ ଜଣଙ୍କୁ ନେଇ ସଭା  ହେବ।

: ରାଜ୍ୟନିର୍ବାଚନ କମିଶନ ଅଧକ୍ଷତାରେ ବସିଥିବା ଜିଲ୍ଲାପାଳଙ୍କ ବୈଠକ ଶେଷ ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟନିର୍ବାଚନ କମିିିଶନ। ବର୍ତ୍ତମାନ ନିର୍ବାଚନ ରେେ ସାମିଲ

ହେବା କୁ ଥିବା ୮୦  ରୁ ୯୦ପ୍ରତିଶତ ପ୍ରି କ ସନ ଡୋଜ ଦିଆ ସରିଛ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...