Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଂଚୟତ ନିର୍ବାଚନ: ପ୍ରଥମ ଦିନରେ ହାଜର ହଜାର ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ପାଇଁ ଆଜି ଠୁ ଆରମ୍ଭ ହେଲା ନାମାଙ୍କନ ପତ୍ର ଦାଖଲ। କୋଭିଡ କଟକଣା ସତ୍ୱେ ନାମାଙ୍କନ ପତ୍ର ଦାଖଲ ପାଇଁ ପ୍ରାର୍ଥୀ ମାନଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ଆଜି ନାମାଙ୍କନ ପତ୍ର ଦଖଲର ପ୍ରଥମ ଦିନରେ ସାରା ରାଜ୍ୟରେ ୱାର୍ଡ ମେମ୍ବର ପାଇଁ ୭୧୧୬ ନାମାଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ସରପଞ୍ଚ ପାଇଁ ୧୧୨୨ ଜଣ, ସମିତି ସଭ୍ୟ ପାଇଁ ପାଇଁ 512 ଜଣ, ଜିଲ୍ଲା ପରିଷଦ ପାଇଁ ୨୨ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Nominations filled on 17.01.2022

Ward Member-7116
Sarpanch-1122
P.S Member-512
Z.P Member-22

Secretary,
SEC, Odisha

କୋଭିଡ କଟକଣା ଥିବାରୁ ଆଜି ପ୍ରାର୍ଥୀପତ୍ର ଦାଖଲ ସମୟରେ ସେଭଳି ଭିଡ଼ କିମ୍ଭା ଶୋଭଯାତ୍ରା ଦେଖିବାକୁ ମିଳିନଥିଲା। ପ୍ରସ୍ତାବକ ସାଥିରେ ପ୍ରାର୍ଥୀ ମାନେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...