Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆସିଲା ଦ୍ବିତୀୟ ଦିନର ପଞ୍ଚାୟତ ଭୋଟ ଫଳାଫଳ, ଦେଖନ୍ତୁ

ଭୁବନେଶ୍ୱର: ଆସିଲା ଦୂତୀୟ ଦିନ ପଂଚୟତ ଭୋଟର ଫଳାଫଳ । ସକାଳ 7 ଟା ସୁଧା 305 ସିଟରୁ 270 ସିଟର ଫଳାଫଳ ଆସିଛି। ଏବେ ବି ଗଣତି ଜାରି ରହିଛି।  270 ସିଟରୁ ବିଜେଡି 236, ବିଜେପି 16, କଂଗ୍ରେସ 15ଟି ଆସନରେ ଜିତିଛି। ସେହିପରି ଗତକାଲି 314 ସିଟରୁ ବିଜେଡି 281, ବିକେପି 15 ଏବଂ କଂଗ୍ରେସ 14 ଟି ଆସନରେ ଜିତିଥିଲା। ବର୍ତ୍ତମାନ ସୁଦ୍ଧା  584 ସିଟରୁ ବିଜେଡି 517 ସିଟ, ବିଜେପି 31, କଂଗ୍ରେସ  କଂଗ୍ରେସ 29 ସିଟରେ ଦଳୀୟ ବାନା ଉଡେଇଛନ୍ତି।


 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...