Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ତୈଳ ଦର, ଦେଶରେ କଣ ରହିଛି ଦେଖନ୍ତୁ

ଭୁବନେଶ୍ୱର: ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଛି ଘମାଘୋଟ  ଯୁଦ୍ଧର ପ୍ରଭାବ  ସିିିଧାସଳଖ  ତେଲ ବଜରରେ ପଡିଛି।ବ୍ୟାରେଲ ପିଛା ଅଶୋଧିତ ତୈଳ ଦର ୧୦୫ ଡଲାର ଟପିଛି । ତେବେ  ଦେଶରେ ଏହାର ପ୍ରଭାବ ପଡିନି। ତୈଳ କମ୍ପାନୀ ପେଟ୍ରୋଲ ଓ ଡିଜେଲ ର ନୂଆ ଦର ଜାରି କରିଥିଲେ ମଧ୍ୟ  ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ ।

ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦାମ ଅହେତୁକ ବଢିଥିବା ବେଳେ ବି ଘରୋଇ ବଜାରରେ ଦାମ୍ ସ୍ଥିର ରହିଛି । ଗତ ୩ ମାସ ଧରି ତୈଳ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଦର ୯୫.୪୧ ଟଙ୍କା ଥିବା ବେଳେ ଡିଜେଲ ଦାମ୍ ୮୬.୬୭ ରହିଛି ।

ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ଲିଟର ପିଛା ୧୦୯.୯୮ ଟଙ୍କା ଥିବା ବେଳେ ଡିଜେଲ ଦର ରହିଛି ୯୪.୧୪ ଟଙ୍କା । କୋଲକାତାରେ ପେଟ୍ରୋଲ ଦାମ୍ ୧୦୪.୬୭ ଟଙ୍କା ଥିଲା ବେଳେ ଡିଜେଲ ୮୯.୭୯ ଟଙ୍କା ରହିଛି । ସେହିପରି ଚେନ୍ନାଇରେ ପେଟ୍ରୋଲ ଦର ୧୦୧.୪୦ ଟଙ୍କା ଥିଲା ବେଳେ ପେଟ୍ରୋଲ ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ମଧ୍ୟ ପୂର୍ବଦିନ ପରି ଦର ଅପରିବର୍ତ୍ତିତ ରହିଛି । ଏଠାରେ ପେଟ୍ରୋଲ ୧୦୧ ଟଙ୍କା ୪୦ ପଇସା ରହିଛି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...