Connect with us

Hi, what are you looking for?

Uncategorized

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା ପିଏନ୍‌ବି ଏଟିଏମ୍

ଭୁବନେଶ୍ୱର: ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ (ପୋଖରୀପୁଟ ଶାଖା)ର ନବୀକରଣ କରାଯାଇଥିବା ଏଟିଏମ୍ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟ ନିକଟରେ ଥିବା ଏହି ଏଟିଏମ୍‌ର ନବୀକରଣ କରାଯାଇ ଗ୍ରାହକଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଏହି ନୂତନ ଏଟିଏମ୍‌ର ଉଦ୍‌ଘାଟନ ସମୟରେ ସୋଆର ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ପିଏନ୍‌ବି ଭୁବନେଶ୍ୱର ସର୍କଲ୍‌ର ମୁଖ୍ୟ ପରେଶ କୁମାର ଦାସ, ପୋଖରୀପୁଟ ଶାଖାର ମୁଖ୍ୟ ସୌମିତ୍ରୀ ପତି, ପୂର୍ବତନ ବ୍ରାଂଚ ମୁଖ୍ୟ ହିମାଂଶୁ ଶେଖର ମହାପାତ୍ର ଓ ସୋଆର ଚିଫ୍ ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ପିଏନ୍‌ବି ଶାଖା ଓ ଏଟିଏମ୍ ପୋଖରୀପୁଟ ସମେତ ଜାଗମରା, ଖଣ୍ଡଗିରି ଧର୍ମବିହାର ଅଂଚଳର ଅନେକ ଗ୍ରାହକଙ୍କର ସେବାରେ ଉପଲବ୍ଧ ଅଟେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...