Connect with us

Hi, what are you looking for?

Uncategorized

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା ପିଏନ୍‌ବି ଏଟିଏମ୍

ଭୁବନେଶ୍ୱର: ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ (ପୋଖରୀପୁଟ ଶାଖା)ର ନବୀକରଣ କରାଯାଇଥିବା ଏଟିଏମ୍ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟ ନିକଟରେ ଥିବା ଏହି ଏଟିଏମ୍‌ର ନବୀକରଣ କରାଯାଇ ଗ୍ରାହକଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଏହି ନୂତନ ଏଟିଏମ୍‌ର ଉଦ୍‌ଘାଟନ ସମୟରେ ସୋଆର ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ପିଏନ୍‌ବି ଭୁବନେଶ୍ୱର ସର୍କଲ୍‌ର ମୁଖ୍ୟ ପରେଶ କୁମାର ଦାସ, ପୋଖରୀପୁଟ ଶାଖାର ମୁଖ୍ୟ ସୌମିତ୍ରୀ ପତି, ପୂର୍ବତନ ବ୍ରାଂଚ ମୁଖ୍ୟ ହିମାଂଶୁ ଶେଖର ମହାପାତ୍ର ଓ ସୋଆର ଚିଫ୍ ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ପିଏନ୍‌ବି ଶାଖା ଓ ଏଟିଏମ୍ ପୋଖରୀପୁଟ ସମେତ ଜାଗମରା, ଖଣ୍ଡଗିରି ଧର୍ମବିହାର ଅଂଚଳର ଅନେକ ଗ୍ରାହକଙ୍କର ସେବାରେ ଉପଲବ୍ଧ ଅଟେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...