Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ପୁରୀଗସ୍ତରେ। ଆସୁଥିବା ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିଛନ୍ତି।  ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିମାନ ବନ୍ଦର ଯାଇ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଛନ୍ତି।

ଭୁବନେଶ୍ବର ବିମାନବନ୍ଦରରୁ ସିଧା  ପୁରୀ ଅଭିମୁଖେ ଯାତ୍ରା କରିଥିଲେ ରାଷ୍ଟ୍ରପତି। ଅପରାହ୍ନରେ 5ଟାରେ ମହାପ୍ରଭୁ ଦର୍ଶନ କରିବାକୁ ଶ୍ରୀମନ୍ଦିର ଯିବେ।

୨୦ତାରିଖ ଦିନ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ଳତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରଶ୍ବତି ଗୋସ୍ବାମୀ ପ୍ଳଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକି ସମାରୋହରେ ଯୋଗଦେବେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...